Featured

ଆଜ୍‌ମା: କେମିତି ରୋକିବେ? | Asthma: Symptoms & Treatment in Odia | Prof Dr Srikant Kumar Dhar



Published
#WorldAsthmaDay #Asthma #OdiaHealthTips

ଆଜ୍‌ମା ହେଉଛି ଏକ ଫୁସଫୁସ ଜନିତ ରୋଗ। ଏହି ରୋଗ ହେବା ଫଳରେ ଶ୍ୱାସକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ ଏବଂ ରୋଗୀ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିଥାଏ। ତେବେ ଆଜ୍‌ମାକୁ ରୋକିବେ କିପରି? ଆସନ୍ତୁ ବିଶ୍ୱ ଆଜ୍‌ମା ଦିବସରେ ବିଶିଷ୍ଟ ଭେଷଜ ବିଶେଷଜ୍ଞ ପ୍ରଫେସର ଡାକ୍ତର ଶ୍ରୀକାନ୍ତ କୁମାର ଧରଙ୍କଠାରୁ ଅଧିକ ଜାଣିବା।

ଏହି ଭିଡିଓରେ ରହିଛି,

ଆଜ୍‌ମା ରୋଗ କ’ଣ? (0:00)
ଆଜ୍‌ମା ରୋଗର ଲକ୍ଷଣ ଓ ପରୀକ୍ଷଣ (0:51)
ଆଜ୍‌ମାର ଚିକିତ୍ସା କେମିତି ହୁଏ? (2:31)
ଆଜ୍‌ମା ରୋଗର ଜଟିଳତା (5:26)
ଆଜ୍‌ମା ରୋଗକୁ କେମିତି ରୋକିବା? (6:46)

Asthma is a chronic respiratory condition that causes inflammation and narrowing of the airways, leading to difficulty breathing. Most common symptoms of asthma include wheezing, coughing, chest tightness, and shortness of breath. On World Asthma Day, Lets Know about the Causes, Symptoms and Treatment of Asthma from Prof Dr Srikant Kumar Dhar, a Medicine Specialist.

In this Video,

What is Asthma? in Odia (0:00)
Symptoms and Diagnosis of Asthma in Odia (0:51)
Treatment of Asthma, in Odia (2:31)
Complications of Asthma, in Odia (5:26)
Prevention of Asthma, in Odia (6:46)

Subscribe Now & Live a Healthy Life!

ସ୍ଵାସ୍ଥ୍ୟ ପ୍ଲସ୍‌ ନେଟ୍‌ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍‌ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।

Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.

ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍‌ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।

ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!

For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia).

For feedback and business inquiries, contact Swasthya Plus Odia at [email protected]

Swasthya Plus Odia, Odisha's leading destination for Health Tips in Odia language on health, hygiene, nutrition, lifestyle, and more!
Category
Health
Be the first to comment