Featured

ପାଇଲ୍ସ କେମିତି କରିବେ ଦୂର? | Piles (Haemorrhoids) in Odia | Signs & Treatment | Dr Biswajit Mohapatra



Published
#Piles #OdiaHealthTips

ଅର୍ଶ ହେଉଛି ମଳାଶୟ ଓ ମଳଦ୍ୱାରଜନିତ ରୋଗ। କେତେକ ବ୍ୟକ୍ତିଙ୍କର ମଳତ୍ୟାଗ ସମୟରେ କଷ୍ଟ ଅନୁଭବ ହୁଏ, ଝାଡ଼ାରୁ ରକ୍ତ ପଡ଼େ। ଏହାକୁ ଅର୍ଶ କୁହାଯାଇଥାଏ। ତେବେ ଅର୍ଶର ଚିକିତ୍ସା କ’ଣ? ଏହା ଦୂର ହେବ କେମିତି? ଏନେଇ ଆସନ୍ତୁ ବିଶିଷ୍ଟ ଲାପାରୋସ୍କୋପିକ୍‌ ସର୍ଜନ ଡାକ୍ତର ବିଶ୍ୱଜିତ ମହାପାତ୍ର କ’ଣ କହୁଛନ୍ତି, ଜାଣିବା।

Piles are a collection of tissues and veins that become inflamed and swollen. The size of piles can vary, and they are found inside or outside the anus. Let's find out the causes, symptoms, and prevention of Piles from Dr Biswajit Mohapatra, a Laparoscopic Surgeon.

Subscribe Now & Live a Healthy Life!

ସ୍ଵାସ୍ଥ୍ୟ ପ୍ଲସ୍‌ ନେଟ୍‌ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍‌ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।

Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.

ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (https://www.youtube.com/swasthyaplus) ସବ୍‌ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।

ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!

For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia).

For feedback and business inquiries, contact Swasthya Plus Odia at [email protected]

Swasthya Plus Odia, Odisha's leading destination for Health Tips in Odia language on health, hygiene, nutrition, lifestyle, and more!
Category
Health
Be the first to comment